ପୂର୍ଣ୍ଣାଙ୍ଗ ବଜେଟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଲା ପ୍ରାକ ବଜେଟ ପରାମର୍ଶ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ଆଜି ଅନୁଷ୍ଠିତ ହୋଇଛି ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରାକ ବଜେଟ ପରାମର୍ଶ ବୈଠକ ଅନୁଷ୍ଠତ ହୋଇଛି ।ଲୋକସେବା ଭବନର କନଭେକ୍ସନରେ ଚାଲିଛି ବିଚାର ବିମର୍ଶ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉପ ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ଓ ଅନ୍ୟ ଅଧିକାରୀ ଉପସ୍ଥିତ ଅଛନ୍ତି।

ଅର୍ଥ ବିଭାଗ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଥିବାରୁ ସେ ଏଥର ରାଜ୍ୟ ବଜେଟ୍ ଉପସ୍ଥାପନ କରିବେ । କିଛି ଦିନ ତଳେ ବଜେଟ୍ ପାଇଁ ଜନସାଧାରଣଙ୍କ ମତ ଲୋଡ଼ିଥିଲେ । ଏଥିପାଇଁ ହ୍ବାଟ୍ସଆପ୍, ଇ-ମେଲ ଓ ଏସ୍ଏମ୍ଏସ୍ ସୁବିଧା କରାଯାଇଥିଲା । ରାଜ୍ୟର ନୂଆ ସରକାର ନିଜକୁ ଲୋକଙ୍କ ସରକାର ବୋଲି କହୁଛନ୍ତି । ସେଥିପାଇଁ ବଜେଟ୍‌ରେ ସାଧାରଣ ଲୋକଙ୍କ କଲ୍ୟାଣ ନେଇ କିଛି ଘୋଷଣା କରିପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!