Masthead

ଡାକ୍ତରଙ୍କ ଅବହେଳା ନେଲା ଜୀବନ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରସୂତି ମୃତ୍ୟୁକୁ ନେଇ ଉତ୍ତେଜନା । ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲରେ ମୃତ ମହିଳାଙ୍କ ପରିବାର ଲୋକଙ୍କ ଉତ୍ତେଜନା । ପ୍ରସବ ବାବଦରେ ଡାକ୍ତର ଦିଲ୍ଲୀପ କୁମାର ପାତ୍ର ଟଙ୍କା ମାଗିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଟଙ୍କା ନଦେବାରୁ ଅସ୍ତ୍ରୋପଚାରରେ ଅବହେଳା କରିଥିବା ସୂଚନା । ବୁଧବାର ରାତିରେ ଅସ୍ତ୍ରୋପଚାର କରି ପ୍ରସବ କରାଇଥିଲେ ଡ଼ ଦିଲ୍ଲୀପ ପାତ୍ର । ଅସ୍ତ୍ରୋପଚାର ପୂର୍ବରୁ ୬ ହଜାର ଟଙ୍କା ମାଗିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଉତ୍ତେଜନାକୁ ଦୃଷ୍ଟିରେ ରଖି ହସ୍ପିଟାଲ ପରିସରରେ ପୋଲିସ ମୁତୟନ କରାଯାଇଛି । ମୃତ ମହିଳା ଜଣଙ୍କ ହେଉଛନ୍ତି ଇକିଡା ଗ୍ରାମର ଝୁନି ନାଏକ । ମେଡିକାଲ ଆଗରେ ଶବ ରଖି ଧାରଣା ଦେଇଛନ୍ତି ଲୋକ । ପ୍ରସବ ପରେ ଝୁନୁଙ୍କ ଅବସ୍ଥା ଗୁରୁତର ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା