Masthead

ବନ୍ୟା ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି

ଝାରସୁଗୁଡ଼ା (ବଡ଼ ଖବର ବ୍ୟୁରୋ) ଦୁଇ ଦିନ ହେଲା ସାରା ରାଜ୍ୟରେ ବର୍ଷାର କରାଳ ରୂପ ଜାରି ରହିଛି। ଏଥିରେ ପଶ୍ଚିମ ଓଡ଼ିଶାର ଝାରସୁଗୁଡ଼ା ଜିଲ୍ଲା ମଧ୍ୟ ବାଦ ପଡ଼ିନାହିଁ। ଝାରସୁଗୁଡ଼ା ଜିଲ୍ଲାରେ ମଧ୍ୟ ଦୁଇ ଦିନ ହେଲା ଲଗାଣ ବର୍ଷା ଜାରି ରହିଛି। ତେବେ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଜି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାବେଳେ ଝାରସୁଗୁଡ଼ା ଜିଲ୍ଲାରେ ଏହାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି।

ଝାରସୁଗୁଡ଼ା ଜିଲ୍ଲାରେ ବନ୍ୟା ବା ନଈବଢି ଭଳି ପରିସ୍ଥିତି ଉପୁଜିଥିବା କହିଛନ୍ତି ଜିଲ୍ଲାପାଳ। ଯଦି ଏଭଳି ପରିସ୍ଥିତି ସୃଷ୍ଟି ହୁଏ ତେବେ ଜିଲ୍ଲାର ସମସ୍ତ ଅଧିକାରୀମାନେ ଏହାର ମୁକାବିଲା ପାଇଁ ପ୍ରସ୍ତୁତ ଅଛନ୍ତି। ଝାରସୁଗୁଡ଼ା ଜିଲ୍ଲାରେ ସେଭଳି ପ୍ରଭାବିତ ହେବା ଭଳି ତଳିଆ ଅଞ୍ଚଳ ନଥିବା କହିଛନ୍ତି ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ