Masthead

ବିଜୟ ପୂର୍ବରୁ ଉତ୍ସବ ପାଳନର ପ୍ରସ୍ତୁତି!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏକଜିଟ ପୋଲ ପରେ ବିଜେପିର ମନୋବଳ ଅଧିକ ବୃଦ୍ଧି ପାଇଛି। ଯାହାକୁ ନେଇ ଉତ୍ସବ ମୁଡ଼ରେ ବିଜେପି । ଜୁନ୪ରେ ଏକଜିଟ ପୋଲ ଫଳାଫଳ ପରେ ଦଳ ବର୍ତ୍ତମାନ ଏକ ବଡ ଉତ୍ସବ ପାଇଁ ପ୍ରସ୍ତୁତ ହେବାକୁ ଯୋଜନା କରୁଛି। ଯଦି ୨୦୨୪ରେ ପ୍ରଧାନମନ୍ତ୍ରୀ ମୋଦି ଲୋକ ସଭା ନିର୍ବାଚନରେ ଜିତନ୍ତି ତେବେ ଏକ ଗ୍ରାଣ୍ଡ ରୋଡ ଶୋ’ ହେବ। ସୂତ୍ରରୁ ପ୍ରକାଶ ଯେ ମୋଦିଙ୍କ ଏହି ଗ୍ରାଣ୍ଡ ରୋଡ ଶୋ ଲୋକ କଲ୍ୟାଣ ମାର୍ଗରୁ ବିଜେପି କାର୍ଯ୍ୟାଳୟ ପର୍ଯ୍ୟନ୍ତ ୨-୩ ଲକ୍ଷ ଲୋକଙ୍କ ସହ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା