Masthead

ନିଶା ଦେଶାଇ ବିଶ୍ୱାଳ ହୋଇପାରନ୍ତି ଡିଏଫସିର ଡେପୁଟି ସିଇଓ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ବଂଶୋଦ୍ଭବ ନିଶା ଦେଶାଇ ବିଶ୍ୱାଳ ହୋଇପାରନ୍ତି ଡିଏଫସିର ଡେପୁଟି ସିଇଓ । ଆମେରିକାର ଅନ୍ତରାଷ୍ଟ୍ରୀୟ ବାଣିଜ୍ୟ ନିଗମ ବା ୟୁଏସ ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେଶନର ଡେପୁଟି ସିଇଓ ହୋଇପାରନ୍ତି ନିଶା। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତୀୟ ବଂଶୋଦ୍ଭବ ନିଶା ଦେଶାଇ ବିଶ୍ୱାଳଙ୍କୁ ୟୁଏସ ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ ଫାଇନାନ୍ସ କର୍ପୋରେଶନରେ ଏକ ଶୀର୍ଷ ପ୍ରଶାସନିକ ପଦରେ ନାମିତ କରିବାକୁ ଚାହୁଁଛନ୍ତି ।

ନିଶା ଦେଶାଇ ଏବେ ଆମେରିକାର ଚାମ୍ବର ଅଫ କମର୍ସରେ ଆନ୍ତର୍ଜାତୀୟ ରଣନୀତି ଏବଂ ଗ୍ଲୋବାଲ ଇନିସିଏଟିଭ୍‌ସର ବରିଷ୍ଠ ଉପସଭାପତି ରହିଛନ୍ତି । ସେ ଆମେରିକା ଭାରତ ବ୍ୟବସାୟ ପରିଷଦ ଏବଂ ଆମେରିକା ବାଂଲାଦେଶ ବ୍ୟବସାୟ ପରିଷଦର ତଦାରଖ କରୁଛନ୍ତି । ନିଶା ୨୦୧୩ରୁ ୨୦୧୭ ପର୍ଯ୍ୟନ୍ତ ଆମେରିକାର ବୈଦେଶିକ ବିଭାଗରେ ଦକ୍ଷିଣ ଓ ମଧ୍ୟ ଏସିଆ ବ୍ୟାପାର ବିଭାଗର ସରକାରୀ ସଚିବ ଭାବେ କାର୍ଯ୍ୟ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା