Masthead

୩ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି

ବାରିପଦା (ବଡ଼ ଖବର ବ୍ୟୁରୋ): ୩ ଦିନିଆ ମୟୂରଭଞ୍ଜ ଗସ୍ତରେ ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ତୃତୀୟ ଥର ପାଇଁ ଓଡ଼ିଶା ଗସ୍ତ କରୁଛନ୍ତି । ଆଉ ନିଜ ଜନ୍ମମାଟିକୁ ପ୍ରଥମ ଥର ଆସୁଛନ୍ତି ମୁର୍ମୁ । ଦ୍ରୌପଦୀଙ୍କ ଗସ୍ତକୁ ନେଇ ପାହାଡ଼ପୁରରେ ଚାଲିଛି ଜୋରଦାର ପ୍ରସ୍ତୁତି । ଯାହାକୁ ନେଇ ଜିଲ୍ଲାବାସୀଙ୍କ ମନରେ ଖୁସିର ଲହରୀ ଖେଳିଯାଇଛି । ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ପୂର୍ବରୁ ମେ’ ୯ରେ ଆସିବା କାର୍ଯ୍ୟକ୍ରମ ଥିବାବେଳେ ତାହା ପରିବର୍ତ୍ତନ ହୋଇଛି।

ମେ’ ୪ରୁ ୬ ପର୍ଯ୍ୟନ୍ତ ଜିଲ୍ଲାର ରାଇରଙ୍ଗପୁର, ପାହାଡପୁର, ଶିମିଳିପାଳ ଓ ବାରିପଦାର ବିଭିନ୍ନ ସ୍ଥାନରେ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗଦେବାର ଜଣାପଡ଼ିଛି । ଆସନ୍ତା ମେ’ ୪ରେ ପ୍ରଥମେ ବାଦାମପାହାଡରେ ହେଲିକପ୍ଟର ଯୋଗେ ଅବତରଣ କରି ନିଜ ଶ୍ୱଶୁର ଘର ପାହାଡପୁରକୁ ଯିବେ ରାଷ୍ଟ୍ରପତି । ପରେ ରାଇରଙ୍ଗପୁର ଆସି ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ମେ’ ୫ ରେ ଶିମିଳିପାଳ ଜାତୀୟ ଉଦ୍ୟାନ ପରିଭ୍ରମଣ କରି ବାରିପଦା ଯିବାର ସୂଚନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ