ପୁଣି ଥରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୁଣି ଥରେ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି । ଆଜି ସଂଧ୍ୟାରେ ରାଷ୍ଟ୍ରପତି ଭୁବନେଶ୍ୱରରେ ପହଞ୍ଚିବେ । ଭୁବନେଶ୍ୱରରେ ପହଞ୍ଚିବା ପରେ ରାଜଭବନରେ ବିଶ୍ରାମ ନେବେ। ଆସନ୍ତାକାଲି କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ପାରାଦୀପରେ ହେବାକୁ ଥିବା ବୋଇତ ବନ୍ଦାଣ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ, ପାରାଦୀପରେ ଗୋପବନ୍ଧୁ ଷ୍ଟାଡିୟମ ନିକଟ ହେଲିପ୍ୟାଡରେ ସେନାର ହେଲିକପ୍ଟର ମକଡ୍ରିଲ୍ କରିଛି। କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାରସିଂ ମଧ୍ୟ ପାରାଦୀପରେ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ହେଲିପ୍ୟାଡରୁ ବୋଇତ ବନ୍ଦାଣ କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ଏସପିଙ୍କ ସମେତ ୩୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’