Masthead

ବଦଳିଲେ ୧୦ ରାଜ୍ୟର ରାଜ୍ୟପାଳ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବଦଳିଲେ ୧୦ ରାଜ୍ୟର ରାଜ୍ୟପାଳ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କଲେ ରାଷ୍ଟ୍ରପତି । ୯ ରାଜ୍ୟରେ ରାଜ୍ୟପାଳଙ୍କୁ ରାଷ୍ଟ୍ରପତି ବଦଳି କରିବା ସହ । ପଞ୍ଜାବ ରାଜ୍ୟପାଳ ରାଜ୍ୟପାଳ ବନୱାରିଲାଲଙ୍କ ଇସ୍ତଫାକୁ ରାଷ୍ଟପ୍ରତି ଗ୍ରହଣ କରିବା ସହ ୬ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତ କରିଛନ୍ତି । ଏଥିସହ ୩ ରାଜ୍ୟର ରାଜ୍ୟର ରାଜ୍ୟପାଳଙ୍କ ପରିବର୍ତ୍ତନ କରିଛନ୍ତି । ଛତିଶଗଡ଼ ରାଜ୍ୟପାଳ ହେଲେ ରାମେନ ଡେକା, ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ଥାନରେ ରାମେନ ଡେକାଙ୍କୁ ନିଯୁକ୍ତି, ରାଜସ୍ଥାନ ରାଜ୍ୟପାଳ ହେଲେ ହରିଭାଓ କିଷନରାଓ ବାଗଦେ, ଜିଷ୍ଣୁଦେବ ବର୍ମା ହେଲେ ତେଲେଙ୍ଗାନା ରାଜ୍ୟପାଳ, ସିକ୍କିମ ରାଜ୍ୟପାଳ ହେଲେ ଓମ୍ ପ୍ରକାଶ ମାଥୁର ସନ୍ତୋଷ ଗଙ୍ଗୱାର ଝାଡ଼ଖଣ୍ଡ ରାଜ୍ୟପାଳ ନିଯୁକ୍ତ, ସିଏଚ ବିଜୟଶଙ୍କର ମେଘାଳୟର ନୂଆ ରାଜ୍ୟପାଳ, ସିପି ରାଧାକ୍ରୀଷ୍ଣନ ହେଲେ ମହାରାଷ୍ଟ୍ର ରାଜ୍ୟପାଳ, ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ଆସାମ ରାଜ୍ୟପାଳ ନିଯୁକ୍ତ, ମଣିପୁର ରାଜ୍ୟପାଳ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ, ପଞ୍ଜାବ ରାଜ୍ୟପାଳଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି, ବନୱାରିଲାଲ ପୁରୋହିତଙ୍କ ଇସ୍ତଫା ଗ୍ରହଣ କଲେ ରାଷ୍ଟ୍ରପତି, ଗୁଲାବ ଚାନ୍ଦ କଟାରିଆ ପଞ୍ଜାବର ନୂଆ ରାଜ୍ୟପାଳ, ଚଣ୍ଡିଗଡ଼ କେନ୍ଦ୍ରଶାସିତ ଅଞ୍ଚଳର ପ୍ରଶାସକ ଭାବେ ବି ନିଯୁକ୍ତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ