Masthead

ଆସିବେ ମାଟିର ଝିଅ, ବଦଳୁଛି ଗାଁର ରୂପରେଖ

ବାରିପଦା(ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କୁ ସ୍ଵାଗତ ପାଇଁ ଚାଲିଛି ପ୍ରସ୍ତୁତି । ବଦଳୁଛି ଗାଁର ରୂପରେଖ । କୁସୁମ ବ୍ଲକର ପାହାଡପୁର ଗାଁ । ଏଠାରେ ରହିଛି ଏସଏଲଏସ ଆବାସିକ ବିଦ୍ୟାଳୟ । ଏହି ସ୍କୁଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସଜେଇ ହେଉଛି ବିଦ୍ୟାଳୟ, ସଜେଇ ହେଉଛି ପାହାଡପୁର । ଜୋରସୋରରେ ଚାଲିଛି ସ୍କୁଲର ରୂପାନ୍ତରଣ କାମ । ରାସ୍ତାଘଟର ବି ମରାମତି କରାଯାଉଛି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ପାଇଁ ତାଙ୍କ ଗାଁକୁ ଆସୁଛନ୍ତି । ପ୍ରସ୍ତୁତି ପାଇଁ ଲାଗି ପଡିଛନ୍ତି ସ୍ଥାନୀୟ ବାସିନ୍ଦାଙ୍କ ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ