Masthead

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମୟୂରଭଂଜ (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ରାଷ୍ଟ୍ରପତି ପହଞ୍ଚିଛନ୍ତି । ମୟୂରଭଂଜ ଖିଚିଂରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଖିଚିଂ ସ୍ଥିତ କିଚକେଶ୍ୱରୀ ମନ୍ଦିର ଯାଇ ପୂଜାର୍ଚ୍ଚନା କଲେ । ତୃତୀୟ ଥର ପାଇଁ ନିଜ ଜିଲ୍ଲା ତଥା ନିଜ ଘରକୁ ଗସ୍ତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଗସ୍ତ ସମୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟସୂଚୀ ରହିଛି। ଏହାପରେ ଦୁଇ ଥାକିଆ ବାଇପାସରୋଡ, ରାଇରଙ୍ଗପୁରର ସ୍ପୋର୍ଟସ କଂପ୍ଲେକ୍ସର ଶିଳାନ୍ୟାସ କରିବେ । ଭର୍ଚୁଆଲରେ ବାରସାହିରେ ଏକଲବ୍ୟ ମଡେଲ ରେସିଡେନସିଆଲ ସ୍କୁଲର ଶିଳାନ୍ୟାସ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ