Masthead

ପେପର ଲିକ୍ ଘଟଣାର ହେବ ନିରପେକ୍ଷ ଯାଞ୍ଚ: ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପେପର ଲିକ୍‌ର ନିରପେକ୍ଷ ଯାଞ୍ଚ ହେବ କହିଲେ ରାଷ୍ଟ୍ରପତି। ନିରପେକ୍ଷ ଯାଞ୍ଚ ପାଇଁ ସରକାର ପ୍ରତିବଦ୍ଧ। ପରୀକ୍ଷା ପରିଚାଳନାରେ ଜଡ଼ିତ ସଂସ୍ଥାରେ ସଂସ୍କାର ପାଇଁ ଉଦ୍ୟମ କରାଯାଉଛି। ପେପର ଲିକ୍ ରୋକିବାକୁ ସରକାର କଡ଼ା ଆଇନ ଆଣିଛନ୍ତି। ଆଜି ସଂସଦ ଭବନର ମିଳିତ ଅଧିବେଶନକୁ ଉଦବୋଧନ ଦେଇ ରାଷ୍ଟ୍ରପତି ମୁର୍ମୁ ଏହି ସମ୍ବେଦନଶୀଳ ବିଷୟ ପ୍ରତି ଗୁରୁତ୍ୱାରୋପ କରିଛନ୍ତି। ରାଷ୍ଟ୍ରପତି କହିଛନ୍ତି ଯେ, ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ଅଭିଯୋଗ ଆସିଛି।

ପୂର୍ବରୁ ମଧ୍ୟ ବିଭିନ୍ନ ରାଜ୍ୟରେ ପେପର ଲିକ୍ ଖବର ସାମ୍ନାକୁ ଆସିଥିଲା। ନିଟ୍-ୟୁଜି ପେପର ଲିକ୍‌ ଉପରେ ନିରପେକ୍ଷ ଯାଞ୍ଚ ଚାଲିଛି। ଦୋଷୀଙ୍କୁ କଠୋରରୁ କଠୋର ଦଣ୍ଡ ଦେବାକୁ ଆମ ସରକାର ପ୍ରତିବଦ୍ଧ। ପେପର ଲିକ୍ ରୋକିବାକୁ ଆମ ସରକାର କଡ଼ା ଆଇନ ଆଣିଛନ୍ତି। ପରୀକ୍ଷା ପରିଚାଳନାରେ ଜଡ଼ିତ ସଂସ୍ଥାରେ ସଂସ୍କାର ପାଇଁ ଉଦ୍ୟମ କରାଯାଉଛି। ଏଥିପାଇଁ ଦଳୀୟ ରାଜନୀତିରୁ ଊର୍ଦ୍ଧ୍ୱରେ ରହି ପଦକ୍ଷେପ ନେବା ଉଚିତ୍ ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ