Masthead

ପ୍ରୟାଗରାଜରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଆଜି ମହାକୁମ୍ଭ ମେଳାରେ ବୁଡ଼ ପକାଇବେ ରାଷ୍ଟ୍ରପତି । ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ଆଜି ପ୍ରୟାଗରାଜ ଗସ୍ତ କରିବେ । କୁମ୍ଭମେଳାରେ ପୂଜା କରିବା ସହ ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ ରାଷ୍ଟ୍ରପତି । ସେ ମେଳାରେ ପ୍ରାୟ ୮ ଘଣ୍ଟା ବିତାଇବେ । ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେ ଦ୍ୱିତୀୟରେ ଆଜି ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇବେ । ରାଷ୍ଟ୍ରପତି ଗସ୍ତ ସମୟରେ ସନାତନ ଧର୍ମର ପ୍ରତୀକ ଅକ୍ଷୟବଟ ଗଛ ପରିଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ପରେ ପାଖରେ ଥିବା ବଡ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ