ପ୍ରୟାଗରାଜରେ ବୁଡ଼ ପକାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଉତ୍ତରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଆଜି ମହାକୁମ୍ଭ ମେଳାରେ ବୁଡ଼ ପକାଇବେ ରାଷ୍ଟ୍ରପତି । ଦେଶର ପ୍ରଥମ ନାଗରିକ ଦ୍ରୌପଦୀ ମୁର୍ମୁ ଆଜି ପ୍ରୟାଗରାଜ ଗସ୍ତ କରିବେ । କୁମ୍ଭମେଳାରେ ପୂଜା କରିବା ସହ ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ ରାଷ୍ଟ୍ରପତି । ସେ ମେଳାରେ ପ୍ରାୟ ୮ ଘଣ୍ଟା ବିତାଇବେ । ଦ୍ରୌପଦୀ ମୁର୍ମୁଙ୍କ ଗସ୍ତକୁ ନେଇ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଷ୍ଟ୍ରପତିଙ୍କ ସହ ଉପସ୍ଥିତ ରହିବେ । ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦଙ୍କ ପରେ ଦ୍ୱିତୀୟରେ ଆଜି ଦ୍ରୌପଦୀ ମୁର୍ମୁ କୁମ୍ଭମେଳାରେ ବୁଡ ପକାଇବେ । ରାଷ୍ଟ୍ରପତି ଗସ୍ତ ସମୟରେ ସନାତନ ଧର୍ମର ପ୍ରତୀକ ଅକ୍ଷୟବଟ ଗଛ ପରିଦର୍ଶନ କରିବାର କାର୍ୟ୍ୟକ୍ରମ ରହିଛି । ପରେ ପାଖରେ ଥିବା ବଡ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’