Masthead

୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ଆସୁଛନ୍ତି ମହାମହିମ । ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୬ ଓ ୨୭ ରେ ରାଷ୍ଟ୍ରପତିଙ୍କର ଓଡ଼ିଶାରେ ଦୁଇଟି କାର୍ୟ୍ୟକ୍ରମ ରହିଛି । ୨୬ରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।

ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ