୨୬ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଓଡ଼ିଶା ଆସୁଛନ୍ତି ମହାମହିମ । ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଆସନ୍ତା ୨୬ ଓ ୨୭ ରେ ରାଷ୍ଟ୍ରପତିଙ୍କର ଓଡ଼ିଶାରେ ଦୁଇଟି କାର୍ୟ୍ୟକ୍ରମ ରହିଛି । ୨୬ରେ ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଉତ୍ସବର ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହେବ । ଏହି ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି ।

ସେହିଭଳି ୨୭ ତାରିଖରେ ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହି ଉତ୍ସବରେ ଯୋଗଦେବା ଲାଗି ୨୭ ରେ ରାଷ୍ଟ୍ରପତି ଭଦ୍ରକ ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’