Masthead

ଓଡ଼ିଶା ଆସୁଛନ୍ତି ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ସନ୍ଧ୍ୟା ୬ଟା ୧୦ରେ ଭୁବନେଶ୍ୱର ବିମାନ ବନ୍ଦର ପହଞ୍ଚିବେ । ବିମାନ ବନ୍ଦରରୁ ଓହ୍ଲାଇ ସ୍ୱତନ୍ତ୍ର କାରକେଡରେ ସିଧା ରାଜଭବନ ଯିବେ । ସେଠାରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାଜଭବନ ପରିସରରେ ନିର୍ମାଣ ହେବାକୁ ଥିବା ନୂଆ କୋଠାର ଶିଳାନ୍ୟାସ କରିବେ ।

ସେହିପରି ୨୬ରେ କଟକ ହାଇକୋର୍ଟ ୭୫ ତମ ପ୍ରତିଷ୍ଠା ଦିବସର ପୂର୍ତି ଉତ୍ସବ ଓ ଏସସିବିର ବାର୍ଷିକ ଉତ୍ସବରେ ସାମିଲ ହେବେ । ୨୭ରେ ତମାଣ୍ଡୋର ଦଶବାଟିଆରେ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବାର ସୂଚନା ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ଆଖିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ଜୀବନ ନେଇଗଲା ମଙ୍ଗେତର 🔴 IPL ବେଟିଂ, ହୋଟେଲ୍‌ ମାଲିକ ଗିରଫ 🔴 SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ 🔴 ପୁରୀ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା 🔴 ଶଙ୍ଖ ଧରିବେ ସୁଜତା 🔴 ଭୁଶୁଡିଲା ନିର୍ମାଣଧୀନ ଗୋଦାମ,ଫସିଗଲେ ୬୦ରୁ ଅଧିକ ଶ୍ରମିକ 🔴 ଆଇସିସିର ସଦ୍ୟତମ ଦିନିକିଆ (ODI) ରାଙ୍କିଙ୍ଗରେ ବିରାଟ କୋହଲିଙ୍କୁ ପଛରେ ପକାଇ ଶୁଭମନ ଗିଲ୍ ଦଖଲ କଲେ ଦ୍ୱିତୀୟ ସ୍ଥାନ 🔴 ପାଠ୍ୟପୁସ୍ତକରେ ମହାବିଭ୍ରାଟ, ତଦନ୍ତ କମିଟିର ପୂରୁଛି କଣ୍ଟ 🔴 ଜୀବନ ନେଇଗଲା ମଙ୍ଗେତର 🔴 IPL ବେଟିଂ, ହୋଟେଲ୍‌ ମାଲିକ ଗିରଫ 🔴 SCERT କାର୍ଯ୍ୟାଳୟରେ ତଦନ୍ତ କମିଟି ସଦସ୍ୟ 🔴 ପୁରୀ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ 🔴 ୨୬ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା