Masthead

ବିଶ୍ୱ ସେବା ପଦକରେ ୮୪ ଜଣଙ୍କୁ ସମ୍ମାନିତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ(ବଡଖବରବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତୀୟ ତଟରକ୍ଷୀ ବାହିନୀର ୮୪ ଜଣ ସାମରିକ ଅଧିକାରୀଙ୍କୁ ବିଶ୍ୱସେବା ପ୍ରଦକ ପ୍ରଦାନ କରିଥିଲେ । ଏଥିରେ ୫୨ ଜଣଙ୍କୁ ଅତୁଳନୀୟ ସେବା ପଦକ,୩ଟି ଉତ୍କଳ ସେବା ପଦକ,୨୮ ପାରାମ ବିଶ୍ୱ ସେବା ପଦକ ପ୍ରଦାନ କରାଯାଇଥିଲା । ଏହି ପୁରସ୍କାର ରାଷ୍ଟ୍ରୀୟ ଭବନରେ ଆୟୋଜିତ ଦ୍ୱିତୀୟ ପ୍ରତିରକ୍ଷା ବିନିଯୋଗ ସମାରୋହରେ ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା