Masthead

ଗୁଜରାଟ ଗସ୍ତରେ ରାଷ୍ଟ୍ରପତି

ଗାନ୍ଧିନଗର(ବଡ଼ ଖବର ବ୍ୟୁରୋ): ଗୁଜରାଟ ଗସ୍ତରେ ରାଷ୍ଟ୍ରପତି । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତିନି ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । ଗୁଜରାଟର ଭବନଗର ଜିଲ୍ଲାରେ ଅର୍ଥନୈତିକ ଦୁର୍ବଳ ଶ୍ରେଣୀ ଇଡବ୍ଲୁୃଏସ ପାଇଁ ଆବାସ ଯୋଜନାର ଉଦଘାଟନ କରିବେ ।

ଏନେଇ ରାଷ୍ଟ୍ରୀୟ ଭବନ ତରଫରୁ ସୂଚନା ପ୍ରଦାନ କରାଯାଇଛି । ପରେ ମୁରାରୀ ବାପୁଙ୍କୁ ଭେଟିବାକୁ ଭାବନଗର ଜିଲ୍ଲା ମହୁବା ନିକଟରେ ଅବସ୍ଥିତ ଚିତ୍ରକୂଟଧାମ ଆଶ୍ରମକୁ ରାଷ୍ଟ୍ରପତି ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ