Masthead

ଖାଲିପାଦରେ ଚାଲି ଚାଲି ଗଲେ ମହାମହିମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ଦେଖିଲା ରାଷ୍ଟ୍ରପତିଙ୍କ ସରଳତାର ଭାବ । ବିନ୍ଦୁସାଗର ଓ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାପାଇଁ ଖାଲିପାଦରେ ଚାଲି ଚାଲି ଗଲେ ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତିଙ୍କ ସହ ଖାଲି ପାଦରେ ଚାଲିଲେ ବରିଷ୍ଠ ଅଧିକାରୀ । କଡା ସୁରକ୍ଷା ଭିତରେ ବାବା ଲିଙ୍ଗରାଜଙ୍କ ମନ୍ଦିରରେ ପହଞ୍ଚିଥିଲେ । ସେଠାରେ ଆଦିବାସୀ ନୃତ୍ୟଗୀତରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିବା ବେଳେ ମନ୍ଦିରର ୪ ନିଯୋଗ ସମ୍ପାଦକ ତାଙ୍କୁ ପାଛୋଟି ନେଇଥିଲେ । ପୂଜା କରିବା ପୂର୍ବରୁ ରାଷ୍ଟ୍ରପତି ବିନ୍ଦୁ ସାଗରରେ ପାଦ ଧୋଇ ଖାଲି ପାଦରେ ଚାଲି ଚାଲି ମନ୍ଦିରରେ ପ୍ରବେଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା