Masthead

ଆସନ୍ତାକାଲି ବ୍ରହ୍ମପୁର ଗସ୍ତରେ ଆସିବେ ମହାମହିମ

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ଆସନ୍ତା କାଲି ବ୍ରହ୍ମପୁର ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି। ଦିନ ୧୦.୩୫ରେ ବ୍ରହ୍ମପୁର ଏୟାରପୋର୍ଟରେ ଓହ୍ଲାଇବେ । ସେଠାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସିଧା ବ୍ରହ୍ମପୁର ବିଶ୍ଵ ବିଦ୍ୟାଳୟ ରେ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା।ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟ ରେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଦ୍ୱିତୀୟ ଥର କୌଣସି ରାଷ୍ଟ୍ରପତି ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ୫୨ ବର୍ଷ ପରେ ପୁଣି ପାଦ ଥାପୁ ଛନ୍ତି ରାଷ୍ଟ୍ରପତି। ଏଥି ପାଇଁ ସମସ୍ତେ ବେଶ୍ ଉତ୍ସାହିତ।ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଜିଲ୍ଲାପାଳ ,ବରିଷ୍ଠ ପ୍ରଶାସନିକ ଅଧିକାରୀ ପୋଲିସ ଅଧିକାରୀ ସମସ୍ତ ପ୍ରକାର ପ୍ରସ୍ତୁତିର ଯାଞ୍ଚ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ