୪ ଜଣ ଓଡିଆଙ୍କୁ ମିଳିବ ରାଷ୍ଟ୍ରପତି ପୁରସ୍କାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ସାରା ଦେଶ ପାଳିବ ୭୭ ତମ ସ୍ୱାଧୀନତା ଦିବସ । ଏହି ଅବସରରେ ଦେଶର ସାହାସୀ ପୋଲିସ ଅଫିସର ମାନଙ୍କୁ ପୋଲିସ ପଦକ ପ୍ରଦାନ କରାଯିବାର କାର୍ଯ୍ୟକ୍ରମ ରହିଛି । ଚଳିତବର୍ଷ ଦେଶର ୯୫୪ ଜଣଙ୍କୁ ଏହି ପଦକ ପ୍ରଦାନ କରାଯିବ । ତେବେ ଏହି ଅଧିକାରୀଙ୍କ ମଧ୍ୟରେ ସାମିଲ ଅଛନ୍ତି ଓଡିଶାର ୪ ଜଣ ଓଡିଆ ।

ସାହାସିକତା ଏବଂ ସେବା ମନୋଭାବ ଯୋଗୁ ସେମାନଙ୍କୁ ପବିତ୍ର ଉତ୍ସବରେ ସମ୍ମାନିତ କରାଯିବ । ୪ ଓଡିଆଙ୍କୁ ରାଷ୍ଟ୍ରପତି ପଦକରେ ସମ୍ମାନିତ କରାଯିବ । ଆଗ୍ନିକ ହେମନ୍ତ ସେଠୀଙ୍କୁ ରାଷ୍ଟ୍ରପତି ସାହାସିକତା ସମ୍ମାନ ପାଇଁ ଚୟନ କରାଯାଇଥିବାବେଳେ ହୋମଗାର୍ଡ ସୀମାଞ୍ଚଳ ନାୟକ, ଗାୟତ୍ରୀ ସିଂହ ପାଇବେ ବିଶିଷ୍ଟ ସେବା ପଦକ । ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ନୃସିଂହ ମହାପାତ୍ରଙ୍କୁ ମଧ୍ୟ ରାଷ୍ଟ୍ରପତି ପଦକ ପ୍ରଦାନ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ