Masthead

ରାଷ୍ଟ୍ରପତିଙ୍କ ପୋଲିସ ପଦକ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର): ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ ପଦକ ଘୋଷଣା । ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ । ଗୁଇନ୍ଦା ନିର୍ଦ୍ଦେଶକ ଆର.କେ ଶର୍ମାଙ୍କୁ ବିଶିଷ୍ଟ ସେବା ପାଇଁ ମିଳିବ ରାଷ୍ଟ୍ରପତି ପୁରଷ୍କାର । ଓଡ଼ିଶାର ଡେପୁଟି ସୁବେଦାର ବୁଦ୍ଧି ବାହାଦୂର ଥାପାଙ୍କୁ ମଧ୍ୟ ମିଳିବ ଏହି ପଦକ । ଅନ୍ୟପଟେ ୧୧ଜଣଙ୍କୁ ଉତ୍ସର୍ଗୀକୃତ ସେବା ପାଇଁ ମିଳିବ ରାଷ୍ଟ୍ରପତି ପୋଲିସ ମେଡାଲ । ଆଇନଶୃଙ୍ଖଳା ଆଇଜି ପ୍ରବୀଣ କୁମାରଙ୍କୁ ମିଳିବ ଉତ୍ସର୍ଗୀକୃତ ରାଷ୍ଟ୍ରପତି ପୋଲିସ ମେଡାଲ । ଏସପି ରବିନ୍ଦ୍ର କୁମାର ଦାସ, ଅତିରିକ୍ତ ସିଆଇଡବ୍ଲୁ ଭବାନୀ ଶଙ୍କର ମିଶ୍ର, ଡେପୁଟି କମାଣ୍ଡାଣ୍ଟ ଅଶୋକ କୁମାର ଦେହୁରୀ, ଏସିପି ଭୁବନେଶ୍ୱର ଜୋନ-୬ ପ୍ରକାଶ ଚନ୍ଦ୍ର ପାଲ, ଏଏସଆଇ ଭିଜିଲାନ୍ସ ମନୋରଞ୍ଜନ ଶତପଥୀ, ହାବିଲଦାର ସରୋଜ କୁମାର ଭୋଇ, ହାବିଲଦାର ଶେଖ୍ ନସିରଦ୍ଦିନ, କନେଷ୍ଟବଳ ଗୌତମ ପାତ୍ର,ସୁବେଦାର ହେମନ୍ତ ବାହାଦୁର ଖତ୍ରୀ ଛେତ୍ରୀ, ଡେପୁଟି କମାଣ୍ଡାଣ୍ଟ ବୁଦ୍ଦା ତମାଙ୍ଗଙ୍କୁ ମିଳିବ ଉତ୍ସର୍ଗୀକୃତ ରାଷ୍ଟ୍ରପତି ମେଡାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ