Masthead

୯ବର୍ଷରେ ବିଜେପି ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାରକୁ ୯ ବର୍ଷ ପୂରିଛି। ୨୦୧୪ ମସିହା ମେ’ ୨୬ରେ ମୋଦି ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିଲେ । ବିପୁଳ ଜନ ସମର୍ଥନ ସହ କେନ୍ଦ୍ରରେ ସରକାର ଗଠନ କରିଥିଲା ବିଜେପି । ତେବେ ଏହି ୯ ବର୍ଷର କାର୍ୟ୍ୟକାଳ ମଧ୍ୟରେ ମୋଦି ସରକାର ଦେଶର ହିତ ତଥା ବିକାଶ ଉଦ୍ଦେଶ୍ୟରେ ଅନେକ ବଡ ନିଷ୍ପତ୍ତି ନେଇଛନ୍ତି ।

ତିନ୍ ତଲାକର ପ୍ରତିବନ୍ଧକ ହଟାଇବା ଠାରୁ ଆରମ୍ଭ କରି ଜମ୍ମୁ କାଶ୍ମୀରରେ ଧାରା ୩୭୦ ରଦ୍ଦ ଆଦି ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ସାମିଲ ରହିଛି । ଦେଶର ପ୍ରତିରକ୍ଷା କ୍ଷେତ୍ରରେ ମଧ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଭଳି କିଛି ବଡ ନିଷ୍ପତ୍ତି ନିଆଯାଇଛି । ଏଭଳି ଅନେକ ସଫଳ ଜନ ଉନ୍ନତ୍ତିମୂଳକ କାର୍ଯ୍ୟ ମୋଦି ସରକାର କରିଛନ୍ତି । ବିଜେପି ସରକାରଙ୍କ ୯ ବର୍ଷ ଶାସନର ସଫଳତା ସମ୍ପର୍କରେ ଭୁବନେଶ୍ୱରସ୍ଥିତ ହୋଟେଲ ପାଲ୍ ହାଇଟ୍ସରେ କେନ୍ଦ୍ରମନ୍ତ୍ରୀ ଶ୍ରୀ କିଷନ ରେଡ୍ଡି ଗଙ୍ଗାପୁରମ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା