Masthead

ଜଗତସିଂହପୁର ବନ୍ଦ ପାଇଁ ସାମ୍ବାଦିକ ସମ୍ମିଳନୀ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):ଜଗତସିଂହପୁର ବନ୍ଦ ପାଇଁ ସାମ୍ବାଦିକ ସମ୍ମିଳନୀ । ଜଗତସିଂହପୁରରେ ମେଡିକାଲ କଲେଜ ପ୍ରତିଷ୍ଠା କରିବା, ପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଜଗତସିଂହପୁରରୁ କଟକ ଜିଲ୍ଲାକୁ ସ୍ଥାନାନ୍ତରିତ ବନ୍ଦ କରିବା ଓ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା କରିବା । ସିଟି ହସ୍ପିଟାଲର ଶଯ୍ୟା ସଂଖ୍ୟା ୫୦୦କୁ ବୃଦ୍ଧି କରିବା ଦାବିରେ ଜଗତସିଂହପୁର ବନ୍ଦ ଡାକରା ଦିଆଯାଇଛି । ଆସନ୍ତା ଡିସେମ୍ବର ୭ ତାରିଖ ଗୁରୁବାର ଦିନ ଜିଲ୍ଲା ସ୍ୱାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସକାଳ ୫ ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଜଗତସିଂହପୁର ଜିଲ୍ଲା ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସ୍ୱାସ୍ଥ୍ୟ ସୁରକ୍ଷା ଅଭିଯାନ ପକ୍ଷରୁ ସ୍ଥାନୀୟ ସଦର ମହକୁମାଠାରେ ଏକ ସାମ୍ବାଦିକ ସମ୍ମିଳନୀ କରାଯାଇଛି । ଏହି ସାମ୍ବାଦିକ ସମ୍ମିଳନୀରେ ଆସନ୍ତା ୭ ତାରିଖ ଦିନ ସମସ୍ତେ ଏହି ବନ୍ଦ ପାଳନରେ ସହଯୋଗ କରିବା ପାଇଁ ନିବେଦନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା