Masthead

ପ୍ରାଥମିକ ଶିକ୍ଷୟିତ୍ରୀ ବଖାଣୁଛନ୍ତି ନିଜ ଦୁଃଖ କାହାଣୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଶିକ୍ଷକ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ୧୦ ଦିନ ହେଲାଣି ରାଜରାସ୍ତାରେ ବସିଛନ୍ତି ଶିକ୍ଷକ,ଶିକ୍ଷୟିତ୍ରୀ । ୩ ଦଫା ଦାବି ପୂରଣ ପାଇଁ ଜିଦ୍‌ରେ ଅଟଳ ଶିକ୍ଷକ । ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ୧୧ ତାରିଖରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପ୍ରାୟ ଦେଢ ଲକ୍ଷରୁ ଉର୍ଦ୍ଧ୍ୱ ଶିକ୍ଷକଶିକ୍ଷୟତ୍ରୀ ।

ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ଚିନ୍ତାରେ ଅଭିଭାବକ । ଏହାରି ମଧ୍ୟରେ ଜଣେ ଶିକ୍ଷୟିତ୍ରୀଙ୍କ ଅଡିଓ ଏବେ ଭାଇରାଲ ହେବାରେ ଲାଗିଛି । ପ୍ରାଥମିକ ଶିକ୍ଷୟିତ୍ରୀ ନିଳୀମା ସାହୁ ନିଜ କବିତା ମାଧ୍ୟମରେ ସରକାରଙ୍କୁ କଟାକ୍ଷ କରିଛନ୍ତି । କବିତା ମାଧ୍ୟମରେ ବିଦ୍ୟାଳୟର ଅସୁବିଧା ଜଣାଇବା ସହ ଶୀଘ୍ର ଦାବି ପୂରଣ କରିବାକୁ ଅନୁରୋଧ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା