Masthead

ପ୍ରାଥମିକ ଶିକ୍ଷୟିତ୍ରୀ ବଖାଣୁଛନ୍ତି ନିଜ ଦୁଃଖ କାହାଣୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଶିକ୍ଷକ ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି । ୧୦ ଦିନ ହେଲାଣି ରାଜରାସ୍ତାରେ ବସିଛନ୍ତି ଶିକ୍ଷକ,ଶିକ୍ଷୟିତ୍ରୀ । ୩ ଦଫା ଦାବି ପୂରଣ ପାଇଁ ଜିଦ୍‌ରେ ଅଟଳ ଶିକ୍ଷକ । ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ୧୧ ତାରିଖରୁ ଆନ୍ଦୋଳନକୁ ଓହ୍ଲାଇଛନ୍ତି ପ୍ରାୟ ଦେଢ ଲକ୍ଷରୁ ଉର୍ଦ୍ଧ୍ୱ ଶିକ୍ଷକଶିକ୍ଷୟତ୍ରୀ ।

ଶିକ୍ଷକଙ୍କ ଆନ୍ଦୋଳନ ଯୋଗୁ ଚିନ୍ତାରେ ଅଭିଭାବକ । ଏହାରି ମଧ୍ୟରେ ଜଣେ ଶିକ୍ଷୟିତ୍ରୀଙ୍କ ଅଡିଓ ଏବେ ଭାଇରାଲ ହେବାରେ ଲାଗିଛି । ପ୍ରାଥମିକ ଶିକ୍ଷୟିତ୍ରୀ ନିଳୀମା ସାହୁ ନିଜ କବିତା ମାଧ୍ୟମରେ ସରକାରଙ୍କୁ କଟାକ୍ଷ କରିଛନ୍ତି । କବିତା ମାଧ୍ୟମରେ ବିଦ୍ୟାଳୟର ଅସୁବିଧା ଜଣାଇବା ସହ ଶୀଘ୍ର ଦାବି ପୂରଣ କରିବାକୁ ଅନୁରୋଧ କରିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ