Masthead

ଆଜିଠୁ ସାମୂହିକ ଛୁଟିରେ ୧ଲକ୍ଷ ୩୦ ହଜାର ଶିକ୍ଷକ, ଠପ୍ ହେବ ପାଠପଢା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ସାମୂହିକ ଛୁଟିରେ ପ୍ରାଥମିକ ଶିକ୍ଷକ ଶିକ୍ଷୟିତ୍ରୀ । ୧ଲକ୍ଷ ୩୦ ହଜାର ଶିକ୍ଷକ ଯିବେ ସାମୂହିକ ଛୁଟିରେ । ୩୧୪ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ଦେବେ ଧାରଣା । ୩ ଦଫା ଦାବି ନେଇ ଧାରଣା ଦେବେ ପ୍ରାଥମିକ ଶିକ୍ଷକ-ଶିକ୍ଷୟିତ୍ରୀ । ଠପ୍ ହୋଇପାରେ ରାଜ୍ୟର ପ୍ରାୟ ୫୬ ହଜାର ସ୍କୁଲର ପାଠପଢା । କେନ୍ଦ୍ରୀୟ ହାରରେ ଦରମା, ଜୁନିଅର ଶିକ୍ଷକଙ୍କୁ ନିୟମିତ ମାନ୍ୟତା, ଗଣଶିକ୍ଷକଙ୍କୁ ଏକ୍ସ କ୍ୟାଡରର ହଟାଇବା ପରି ଦାବି ନେଇ ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବେ ଶିକ୍ଷକ ଓ ଶିକ୍ଷୟତ୍ରୀ । ବିଭିନ୍ନ ସମସ୍ୟାର ସମାଧାନ ନେଇ ଶିକ୍ଷକ ସଂଘ ଅଗଷ୍ଟ ୫ରୁ ବିଇଓ ଏବଂ ୧୧ ତାରିଖରେ ଡିଇଓ ଓ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା