Masthead

ମା’ ବିରଜାଙ୍କ ମନ୍ଦିରରେ ସମୂହ ଦୀପ ଦାନ କଲେ ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟତ୍ରୀ

ଯାଜପୁର(ବଡ଼ ଖବର ବ୍ୟୁରୋ):  ତିନି ଦଫା ଦାବି ନେଇ ଓଡ଼ିଶାର ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନେ ଏଗାର ଦିନ ହେଲା ଧାରଣାରେ ବସିଛନ୍ତି । ସରକାର ସେମାନଙ୍କ ଦାବି ଶୁଣୁନଥିବାରୁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ମନ୍ଦିରରେ ସମୂହ ଦୀପ ଦାନ କରିଥିଲେ । ସରକାରଙ୍କ ସଦବୁଦ୍ଧି ହେଉ ଆମ ସମସ୍ୟାର ସମାଧାନ କରନ୍ତୁ ବୋଲି ମା ବିରଜାଙ୍କ ନିକଟରେ ପ୍ରାଥନା କରିଛନ୍ତି ଯାଜପୁର ବ୍ଲକର ସମସ୍ତ ସରକାରୀ ପ୍ରାଥମିକ ଶିକ୍ଷକ ଓ ଶିକ୍ଷୟତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି