Masthead

ଜି-୨୦ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ

ବଡ଼ ଖବର ବ୍ୟୁରୋ: ଜି-୨୦ ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ରୋମରେ ପହଞ୍ଚିଛନ୍ତି । ଇଟାଲୀର ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଗି ତାଙ୍କର ସ୍ୱାଗତ କରିଥିବାର ଦେଖିବାକୁ ମିଳିଥିଲା । ଏହି ବୈଠକରେ ବିଶ୍ୱର ଅର୍ଥନୈତିକ ସମସ୍ୟା, କରୋନା ଜଳବାୟୁ ପରିବର୍ତ୍ତନ ଭଳି ପ୍ରସଙ୍ଗ ଗୁଡ଼ିକରେ ଆଲୋଚନା ହେବାକୁ ଯାଉଛି । ସେପଟେ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟ ପୋପ ଫ୍ରାନସିିସଙ୍କୁ ଭେଟି ପ୍ରଧାନମନ୍ତ୍ରୀ ଜି-୨୦ ବୈଠକରେ ଯୋଗ ଦେଇଥିବାର ସୂଚନା ମିଳିଛି ।

ଅନ୍ୟପଟେ ମୋଦି ହେଉଛନ୍ତି ପଞ୍ଚମ ଭାରତୀୟ ପ୍ରଧାନମନ୍ତ୍ରୀ ଯିଏ କି ରୋମାନ କ୍ୟାଥୋଲିକ ଚର୍ଚ୍ଚର ମୁଖ୍ୟଙ୍କୁ ଭେଟିଛନ୍ତି । ମୋଦି ପୂର୍ବରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ, ଇନ୍ଦିର ଗାନ୍ଧୀ, ଆଇକେ ଗୁଜରାଲ ଓ ଅଟଳ ବିହାରୀ ବାଜପେୟୀ ତକ୍ରାଳୀନ ପୋପଙ୍କୁ ଭେଟିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା