Masthead

ସାରା ବିଶ୍ୱରେ ନାଟୁ ନାଟୁ’ର କ୍ରେଜ: ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ଭାରତ ପାଇଁ ଏକ ଐତିହାସିକ ଦିନ। ଓସ୍କାର ୨୦୨୩ ଭାରତ ଦୁଇଟି ଓସ୍କାର ଜିତିଛି। ‘ଆରଆରଆର’ର ନାଟୁ ନାଟୁ ଗୀତ ଏବଂ ‘ଦ ଏଲିଫାଣ୍ଟ୍‌ ହ୍ବିସ୍‌ପର୍ସ’ ଏକାଡେମୀ ପୁରସ୍କାର ଜିତିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନେକ ସେଲିବ୍ରିଟି ଏହି ଦୁଇ ଫିଲ୍ମର ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ କରି କହିଛନ୍ତି ଯେ, ‘ନାଟୁ ନାଟୁ’ର ଲୋକପ୍ରିୟତା ବିଶ୍ୱବ୍ୟାପୀ। ଏହି ଗୀତ ଆଗାମୀ ବର୍ଷଗୁଡ଼ିକ ପାଇଁ ସ୍ମରଣୀୟ ହୋଇ ରହିବ। ଏହି ସମ୍ମାନ ପାଇଁ @mmkeeravaani, @boselyricist ଏବଂ ଟିମ୍‌କୁ ଅଭିନନ୍ଦନ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ