ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୭୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ମଙ୍ଗଳବାର ସକାଳ ୧୦ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୭୦ ହଜାର ୧୨୬ ନବ ନିଯୁକ୍ତ ଭର୍ତ୍ତି ପାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଯୁବବର୍ଗଙ୍କୁ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦିଆଯାଇଛି।