୭୦ ହଜାର ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ୭୦ ହଜାର ଯୁବବର୍ଗଙ୍କୁ ନିଯୁକ୍ତି ପତ୍ର ଦେଇଛନ୍ତି ପ୍ରଧାନମନ୍ତ୍ରୀ । ମଙ୍ଗଳବାର ସକାଳ ୧୦ଟା ୩୦ରେ ଭିଡିଓ କନଫରେନସିଂ ଜରିଆରେ ୭୦ ହଜାର ୧୨୬ ନବ ନିଯୁକ୍ତ ଭର୍ତ୍ତି ପାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଏହି ଯୁବବର୍ଗଙ୍କୁ ସରକାରଙ୍କ ବିଭିନ୍ନ ବିଭାଗରେ ଚାକିରି ଦିଆଯାଇଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ