Masthead

ଅଯୋଧ୍ୟାରେ ପ୍ରଧାନମନ୍ତ୍ରୀ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ) ସବୁରି ଆଖିରେ ଆନନ୍ଦ ଖୁସିର ଲୁହ। କେବେ ସେ କମଳ ନୟନ ସହ ହେବ ଏ ଆଖିର ମିଳନ। ସମସ୍ତଙ୍କ ମୁହଁରେ ଗୋଟିଏ ଶବ୍ଦ ‘ଜୟ ଶ୍ରୀରାମ’ । ୫ ଶହ ବର୍ଷର ତ୍ୟାଗ, ସଂଘର୍ଷ, ବଳିଦାନରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଉପନୀତ ହୋଇସାରିଛି ସେହି ବହୁ ଆକାଂକ୍ଷିତ ତିଥି। ଅଯୋଧ୍ୟା ରାମମନ୍ଦିରରେ ସୋମବାର ହେବାକୁ ଥିବା ପ୍ରାଣ ପ୍ରତିଷ୍ଠା ପାଇଁ ଉତ୍ତର ପ୍ରଦେଶ ସମେତ ସାରା ଦେଶ ଉତ୍ସବମୁଖର।

ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ପହଞ୍ଚିଛନ୍ତି। ହେଲିକପ୍ଟର ଯୋଗେ ଅଯୋଧ୍ୟା ଧାମରେ ପହଞ୍ଚି ଥିଲେ। କିଛି ସମୟ ପରେ ରାମମନ୍ଦିରର ଉଦ୍‌ଘାଟନ କରିବେ। ଅପରାହ୍ନ ୧୨ଟା ୨୦ରୁ ୪୦ ମିନିଟ ଧରି ଚାଲିବାକୁ ଥିବା ପ୍ରାଣପ୍ରତିଷ୍ଠା କରାଯିବ। ପ୍ରାଣପ୍ରତିଷ୍ଠା କାର୍ୟ୍ୟରେ ଯଜମାନୀ କରିବେ ମୋଦି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା