Masthead

କେଦାରନାଥରେ ପ୍ରଧାନମନ୍ତ୍ରୀ, ଚାରିଧାମରେ କାର୍ଯ୍ୟକ୍ରମ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି କେଦାରନାଥ ମନ୍ଦିର ଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଠାରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିର ଲୋକାର୍ପଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଇଛନ୍ତି। ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଦର୍ଶନ କରିବାର ସୁଯୋଗ ମିଲିଛି ସମସ୍ତ ଭକ୍ତଙ୍କୁ । ଏହି ଅବସରରେ ଚାରିଧାମରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କାର୍ଯ୍ୟକ୍ରମକୁ ସଂଯୋଜିତ କରାଯାଇଛି ।

ତେବେ ଆଜି ପୁରୀ ଗସ୍ତରେ ମାନ୍ୟବର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ରାଜ୍ୟ ଉପସଭାପତି ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୁରୀ ବିଧାୟକ ଜୟନ୍ତ କୁମାର ଷଢଙ୍ଗୀ, ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ ଓ ଜିଲ୍ଲା ନେତୃମଣ୍ଡଳୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କାର୍ଯ୍ୟକ୍ରମକୁ ଆଗକୁ ନେଇଛନ୍ତି । ଏହି କାର୍ଯ୍ୟକ୍ରମ ପୁରୀ ସଦାଶିବ କେନ୍ଦ୍ରୀୟ ବିଶ୍ୱ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ପୁରୀ ସ୍ଥିତ ବିଶ୍ୱ ବିଦ୍ୟାଳୟଠାରେ ଭବ୍ୟ ଆୟୋଜନ ସହ ସମସ୍ତ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ