Masthead

କେଦାରନାଥରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କେଦାରନାଥରେ ପହଞ୍ଚିଛନ୍ତି । ସେଠାରେ ସେ ସ୍ୱତନ୍ତ୍ର ହେଲିକେପ୍ଟର ଯୋଗେ ପହଞ୍ଚିଛନ୍ତି । ବାବା କେଦାରନାଥଙ୍କ ଦର୍ଶନ କରିବା ସହିତ ପୂଜାର୍ଚ୍ଚନା କରିଛନ୍ତି । ମନ୍ଦିର ପରିସରରେ ଏକ ଘଣ୍ଟା ପର୍ଯ୍ୟନ୍ତ ରହିବେ ବୋଲି ସୂଚନା ମିଳିଛି । ପରେ କେଦାରନାଥରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ସମାଧି ଓ ପ୍ରତିମୂର୍ତ୍ତିକୁ ଅନାବରଣ କରିବେ ।

ଏହାସହିତ ଦେଶବାସୀଙ୍କୁ ଏହି ପରିପ୍ରେକ୍ଷୀରେ ସମ୍ବୋଧନ କରିବେ । ୧୩୦ କୋଟି ଟଙ୍କାରେ ନିର୍ମିତ ହେବାକୁ ଥିବା ପ୍ରକଳ୍ପର ଶୁଭାରମ୍ଭ କରିବେ । କେଦାରନାଥରେ ଶଙ୍କରାଚାର୍ୟ୍ୟଙ୍କ ୧୨ ଫୁଟ୍ ଲମ୍ବ ବିଶିଷ୍ଟ ଏବଂ ୩୫ ଟନ୍ ଓଜନର ଏକ ପ୍ରତିମା ତିଆରି କରାଯାଇଛି । କେଦାରନାଥ ଦର୍ଶନ କରିବା ପରେ ମୋଦି ସେଠାରେ ୪୦୦ କୋଟିରୁ ଅଧିକ ପ୍ରକଳ୍ପର ଲୋକାର୍ପଣ ଏବଂ ଶିଳାନ୍ୟାସ କରିବାର ଯୋଜନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା