Masthead

ଦ୍ୱିତୀୟ ‘ବନ୍ଦେ ଭରତ ଏକ୍ସପ୍ରେସ’ ଶୁଭାରମ୍ଭ, ଭର୍ଚୁଆଲରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ମିଳିଲା ଦ୍ୱିତୀୟ ‘ବନ୍ଦେ ଭରତ’ । ଦ୍ୱିତୀୟ ‘ବନ୍ଦେ ଭରତ ଏକ୍ସପ୍ରେସ ‘ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପୁରୀରୁ ରାଉଲକେଲାକୁ ଗଡିବ ଏହି ଏକ୍ସପ୍ରେସ । ଭର୍ଚୁଆଲରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ । ୧୧ଟି ରାଜ୍ୟ ଓ ପ୍ରର୍ଯ୍ୟଟନ ସ୍ଥଳକୁ ଏହା ଯୋଡିବ । ଶୁଭାରମ୍ଭରେ ମୋଦି କହିଛନ୍ତି, ବନ୍ଦେ ଭାରତ ନୂଆ ଉତ୍ସାହର ପ୍ରତିକ ।  ‘ବନ୍ଦେ ଭରତ’ ପାଇଁ ଲୋକଙ୍କ ଉତ୍ସାହ ବଢୁଛି । ଯେଉଁଠି ବନ୍ଦେ ଭାରତ ପହଞ୍ଚୁଛି ସେଠି ପର୍ଯ୍ୟଟକଙ୍କ ସଂଖ୍ୟା ବଢୁଛି ।

ଭୁବନେଶ୍ୱରରେଳ ଷ୍ଟେସନରେ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଜ୍ୟପାଳ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଧର୍ମେନ୍ଦ୍ର । ୩ୟ ବନ୍ଦେ ଭାରତ ପାଇଁ ଧର୍ମେନ୍ଦ୍ର ମୋଦିଙ୍କୁ ଅନୁରୋଧ କରିଥିଲେ । ପୁରୀ- ରାୟପୁର ବନ୍ଦେ ଭାରତ ପାଇଁ ମୋଦିଙ୍କୁ କହିଲେ ଧର୍ମେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ