Masthead

୩ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନ୍ୟୁୟର୍କରେ ମିଳିତ ଜାତିସଂଘ ମୁଖ୍ୟାଳୟରେ ଯୋଗ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା କରିବେ। ୱାଶିଂଟନ ଡିସିରେ ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ମୋଦି ବ୍ୟବସାୟିକ ନେତାମାନଙ୍କୁ ମଧ୍ୟ ଭେଟିବେ, ଭାରତୀୟ ସମ୍ପ୍ରଦାୟ ସହିତ ଯୋଗାଯୋଗ କରିବେ।

ମୋଦିଙ୍କ ଆମେରିକା ଗସ୍ତରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ ଏକ ପ୍ରମୁଖ ଏଜେଣ୍ଡା ହେବ। ଏହା ବ୍ୟତୀତ ଦୁଇ ଦେଶ ମଧ୍ୟରେ ଶକ୍ତିଶାଳୀ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ ଭାଗିଦାରୀ ଏବଂ ଟେକ୍ନୋଲୋଜି, ଟେଲିକମ, ସ୍ପେସ, ଉତ୍ପାଦନ ଏବଂ ପୁଞ୍ଜି ବିନିଯୋଗ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ପାଇଁ ଏକ ମାଇଲଖୁଣ୍ଟ ବୋଲି କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ