Masthead

୩ଦିନିଆ ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ନ୍ୟୁୟର୍କରେ ମିଳିତ ଜାତିସଂଘ ମୁଖ୍ୟାଳୟରେ ଯୋଗ ଦିବସ ଉତ୍ସବରେ ଅଂଶଗ୍ରହଣ କରିବେ ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସହ ଆଲୋଚନା କରିବେ। ୱାଶିଂଟନ ଡିସିରେ ଆମେରିକା କଂଗ୍ରେସର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ। ପ୍ରଧାନମନ୍ତ୍ରୀ ମୋଦି ବ୍ୟବସାୟିକ ନେତାମାନଙ୍କୁ ମଧ୍ୟ ଭେଟିବେ, ଭାରତୀୟ ସମ୍ପ୍ରଦାୟ ସହିତ ଯୋଗାଯୋଗ କରିବେ।

ମୋଦିଙ୍କ ଆମେରିକା ଗସ୍ତରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ ଏକ ପ୍ରମୁଖ ଏଜେଣ୍ଡା ହେବ। ଏହା ବ୍ୟତୀତ ଦୁଇ ଦେଶ ମଧ୍ୟରେ ଶକ୍ତିଶାଳୀ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗ ଭାଗିଦାରୀ ଏବଂ ଟେକ୍ନୋଲୋଜି, ଟେଲିକମ, ସ୍ପେସ, ଉତ୍ପାଦନ ଏବଂ ପୁଞ୍ଜି ବିନିଯୋଗ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କ ପାଇଁ ଏକ ମାଇଲଖୁଣ୍ଟ ବୋଲି କହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା