Masthead

‘ଆସନ୍ତା ବର୍ଷ ମୁଁ ପୁଣିଥରେ ଆସିବି’: ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘୋଷଣା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ୭୭ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ୯୦ ମିନିଟର ଅଭିଭାଷଣ ରଖିଥିଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ୨୦୪୭ ସୁଦ୍ଧା ଦେଶକୁ ଏକ ବିକଶିତ ରାଷ୍ଟ୍ର ଭାବେ ଉଭା କରିବାକୁ ଲକ୍ଷ୍ୟ ରଖିଥିବା କହିଛନ୍ତି ମୋଦୀ । ଲାଲକିଲ୍ଲାରୁ ମୋଦୀ କରିଛନ୍ତି ବଡ ଘୋଷଣା । କହିଛନ୍ତି, ଆସନ୍ତା ୪ ବର୍ଷ ମଧ୍ୟ ସେ ହିଁ ଲାଲକିଲ୍ଲାରୁ ଦେଶକୁ ସମ୍ବୋଦନ କରିବେ । ମୋଦୀ ଆହୁରି ମଧ୍ୟ କହିଛନ୍ତି ଯେ, ଏବେ ସୁଦ୍ଧା ଭାରତ ବିଶ୍ୱର ୫ମ ଅର୍ଥଶକ୍ତି ହୋଇପାରିଛି । ଏବଂ ଆଗାମୀ ୫ ବର୍ଷରେ ଭାରତ ବିଶ୍ୱର ତୃତୀୟ ଅର୍ଥଶକ୍ତି ଭାବେ ଉଭା ହେବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ