Masthead

ଦିଲ୍ଲୀରେ ‘ଯଶଭୂମିର’ ଉଦଘାଟନ କରିଛନ୍ତି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜନ୍ମ ଦିନ ଅବସରରେ ଦିଲ୍ଲୀର ଦ୍ୱାରକାରେ ଯଶୋଭୂମିକୁ ଉଦଘାଟନ କରିଛନ୍ତି ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି । ଯଶୋଭୁମି ବିଶ୍ୱସ୍ତରିୟ ଏକ୍ସପୋ ସେଣ୍ଟର ।ଏକାଥରକେ ଏଠାରେ ୧୧ ହଜାର ଲୋକ ବସିବାର ସୁବିଧା ମିଳିବ । ଏହାର ମୁଖ୍ୟ ସଭାଗାର ୭୩ ହଜାର ବର୍ଗ ମିଟରରେ ବରିବ୍ୟପ୍ତ । ମୁଖ୍ୟ ସଭାଗାରରେ ଏକାଥରକେ ୬ ହଜାର ଲୋକ ବସିବାର କ୍ଷମତା ରହିଛି । ଏଥିରେ ୧୫ଟି କନଭେସନ ରୁମ ଏବଂ ୧୩ଟି ମିଟିଂ ରୁମ ସାମିଲ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା