Masthead

ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୧ଟା ୧୦ ମିନିଟରେ ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲେ । ସେଠାରୁ ହେଲିକପ୍ଟରରେ ଯୋଗେ ସମ୍ବଲପୁରର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ଆଇଆଇଏମ କ୍ୟାମ୍ପସରେ ପହଞ୍ଚିବେ । ଏଠାରେ ମୋଦି ପ୍ରଥମେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଟ ୨୩ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏବଂ କେନ୍ଦ୍ରର ଅନ୍ତରୀଣ ବଜେଟ୍‌ ଉପସ୍ଥାପନ ପରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଆସୁଥିବାରୁ ଏହି ଗସ୍ତର ଗୁରୁତ୍ବ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ