ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୧ଟା ୧୦ ମିନିଟରେ ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲେ । ସେଠାରୁ ହେଲିକପ୍ଟରରେ ଯୋଗେ ସମ୍ବଲପୁରର ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ଆଇଆଇଏମ କ୍ୟାମ୍ପସରେ ପହଞ୍ଚିବେ । ଏଠାରେ ମୋଦି ପ୍ରଥମେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଟ ୨୩ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେବେ । ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଏବଂ କେନ୍ଦ୍ରର ଅନ୍ତରୀଣ ବଜେଟ୍‌ ଉପସ୍ଥାପନ ପରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଆସୁଥିବାରୁ ଏହି ଗସ୍ତର ଗୁରୁତ୍ବ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!