Masthead

୨୦ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଖୋଲ(ବଡ଼ ଖବର ବ୍ୟୁରୋ): ଚଣ୍ଡିଖୋଲ ସଭାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି । ଭୁବନେଶ୍ବରରୁ ହେଲିକପ୍ଟରରେ ଚଣ୍ଡିଖୋଲ ପହଞ୍ଚିଲେ । ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ଉପସ୍ଥିତ । ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ ପ୍ରଧାନମନ୍ତ୍ରୀ । ରେଳ, ଜାତୀୟ ରାଜପଥ ଆଦି ୧୬ଟି ପ୍ରକଳ୍ପ ଭେଟି ଦେଲେ । ଏଥିମଧ୍ୟରେ ରହିଛି ତୈଳ ଓ ଗ୍ୟାସ, ରେଳବାଇ, ସଡକ, ପରିବହନ ଓ ରାଜପଥ ଏବଂ ଆଣବିକ ଶକ୍ତିର ପ୍ରକଳ୍ପ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା