Masthead

ଇଟାଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବୃଚରୋ): ଇଟାଲୀରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୫୦ତମ ଏ-୭ ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମିଲୋନିଙ୍କ ସହ କରିବେ ଆଲୋଚନା । କାନାଡା, ଫ୍ରାନ୍ସ, ଜର୍ମାନୀ ଏବଂ ୟୁଏସ୍‌ ସହ ମଧ୍ୟ ଦ୍ବିପାକ୍ଷିକ ଆଲୋଚନା କରିବେ । ତୃତୀୟ ପାଳିରେ ଏହା ହେଉଛି ମୋଦିଙ୍କ ପ୍ରଥମ ବିଦେଶଗସ୍ତ । ତୃତୀୟଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପରେ ମୋଦି ପ୍ରଥମଥର ପାଇଁ ବିଦେଶ ଗସ୍ତରେ ଯାଇଛନ୍ତି ମୋଦି ।

ଇଟାଲିରେ ଆୟୋଜିତ ଜି-୭ ସମ୍ମିଳନୀରେ ଯୋଗ ଦେବେ । ଏହି ସମ୍ମିଳନୀରେ ଆମେରିକା, ଫ୍ରାନ୍ସ, ଜାପାନ, କାନାଡା ଓ ୟୁକ୍ରେନ ଦେଶର ରାଷ୍ଟ୍ରମୁଖ୍ୟ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଇଟାଲୀରେ ୫୦ତମ ଜି ସେଭନେ ସମ୍ମିଳନୀ ଆୟୋଜିତ ହେବ । ଭାରତ ସହ ଗ୍ଲୋବାଲ ସାଉଥର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ବିଶ୍ୱର ବଡ ନେତାଙ୍କ ସହ ଯୋଡି ହେବାକୁ ଏହା ମୌକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା