ତିରୁପତି ବାଲାଜୀଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସକାଳେ ତିରୁପତି ବାଲାଜୀଙ୍କ ମନ୍ଦିରରେ ପୂଜାର୍ଚ୍ଚନା କରିଛନ୍ତି। ପୂଜାର୍ଚ୍ଚନା କରିବା ସହ ତିରୁପତି ବାଲାଜୀଙ୍କ ଦର୍ଶନ କରି ଦେଶବାସୀଙ୍କ ପାଇଁ ପ୍ରାର୍ଥନା ମଧ୍ୟ କରିଛନ୍ତି । ପ୍ରଧାନମନ୍ତ୍ରୀ ତାଙ୍କ ତିରୁପତି ବାଲାଜୀଙ୍କ ମନ୍ଦିର ଗସ୍ତର ଫଟୋ ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଛନ୍ତି।ପ୍ରଧାନମନ୍ତ୍ରୀ ଲେଖିଛନ୍ତି, ସେ ତିରୁମାଲାସ୍ଥିତ ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରି ଦେଶବାସୀଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି କାମନା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ