Masthead

ମୋଦିଙ୍କୁ ଭେଟିଲେ ନେପାଳ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଚାରି ଦିନିଆ ଗସ୍ଥରେ ଭାରତ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପ କୁମାର ଦହଲ ପ୍ରଚଣ୍ଡ ଆଜି ନୂଆଦିଲ୍ଲୀ ସ୍ଥିତ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଥିଲେ । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନେପାଳ ପିଏମ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟ ମଧ୍ୟ ଯାଇଥିଲେ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ଦୁଇ ଦେଶର ପ୍ରଧାନମନ୍ତ୍ରୀ ର ଭେଟ ଉପରେ ଭାରତୀୟ ବିଦେଶ ମନ୍ତ୍ରାଳୟର ପ୍ରବକ୍ତା ଅରବିନ୍ଦ ବାଗଚି ଟୁଇଟ କରି ଲେଖିଛନ୍ତି ବନ୍ଧୁତା ଓ ସହଯୋଗ କୁ ଗଭୀର କରିବା ପାଇଁ ପିଏମ ନରେନ୍ଦ୍ର ମୋଦି ଓ ନେପାଳର ପିଏମ ପୁଷ୍ପ କମଳ ଦହଲ ପ୍ରଚଣ୍ଡ ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ସଂବନ୍ଧକୁ ନେଇ ଭେଟ ହେଇଛନ୍ତି । ନେପାଳ ପ୍ରଧାନମନ୍ତ୍ରୀ ବୁଧବାର ଦିନ ୩ ଦିନିଆ ଗସ୍ଥରେ ନୂଆଦିଲ୍ଲୀରେ ପହଞ୍ଚି ଥିଲେ । କେନ୍ଦ୍ରୀୟ ମନ୍ତ୍ରୀ ମିନାକ୍ଷୀ ଲେଖି ନେପାଳର ପ୍ରଧାନମନ୍ତ୍ରୀଙ୍କ ସ୍ୱାଦତ କରିଥିଲେ । ପୁଣି ଥରେ ନେପାଳର ପ୍ରଧାନମନ୍ତ୍ରୀ ବନିବା ପରେ ପୁସ୍ପ କମଲ ଦହଲଙ୍କର ଏହା ପ୍ରଥମ ଭାରତ ଯାତ୍ରା ଅଟେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ