Masthead

୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ୬ ଦିନିଆ ବିଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ । ଜାପାନରେ ଅନୁଷ୍ଠିତ ହେବାକୁ ଥିବା ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେ ୧୯ ରୁ ୨୧ ପର୍ଯ୍ୟନ୍ତ ଜାପାନ ଗସ୍ତ କରିବେ । ଜାପାନ, ପପୁଆ ନ୍ୟୁ ଗିନି ଏବଂ ଅଷ୍ଟ୍ରେଲିଆ ଗସ୍ତ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ପ୍ରଧାନମନ୍ତ୍ରୀ କିଶିଦା ଫୁମିଓଙ୍କୁ ଭେଟିବେ। ଜାପାନର ଅଧ୍ୟକ୍ଷତାରେ ଅନୁଷ୍ଠିତ ଜି -୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଅଂଶଗ୍ରହଣକାରୀ ଦେଶମାନଙ୍କ ସହିତ ଜି -୭ ଅଧିବେଶନରେ ଭାଷଣ ଦେବେ। ଏହି ଅଧିବେଶନରେ ପ୍ରଧାନମନ୍ତ୍ରୀ ମୋଦୀ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧତା, ଖାଦ୍ୟ ଏବଂ ଶକ୍ତି ସୁରକ୍ଷା, ସ୍ବାସ୍ଥ୍ୟ, ଲିଙ୍ଗଗତ ସମାନତା, ଜଳବାୟୁ ପରିବର୍ତ୍ତନ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିପାରନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି