Masthead

ଏସୀୟ ଆଥଲେଟଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ଏସୀୟ କ୍ରୀଡାବିତଙ୍କୁ ଆଜି ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୪ଟା୩୦ରେ ଦିଲ୍ଳୀ ମେଜର ଧ୍ୟାନଚାନ୍ଦ ନେସନାଲ ଷ୍ଟାଡିୟମ୍‌ରେ ଆୟୋଜନ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସମସ୍ତ ଆଥଲେଟଙ୍କୁ ସମ୍ବୋଧିତ କରିବେ । ଚଳିତ ବର୍ଷ ଏସିଆନଗେମ୍ସରେ ଚମକାôର ପ୍ରଦର୍ଶନ କରିଛି ଭାରତ । ୧୮ଟି ସ୍ୱର୍ଣ୍ଣ, ୩୮ଟି ରୌପ୍ୟ, ୪୧ଟି ବ୍ରୋଞ୍ଜ ସହ ମୋଟ ୧୦୭ଟି ପଦକ ଜିତିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ