Masthead

ଏସୀୟ ଆଥଲେଟଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଭାରତୀୟ ଏସୀୟ କ୍ରୀଡାବିତଙ୍କୁ ଆଜି ଭେଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅପରାହ୍ନ ୪ଟା୩୦ରେ ଦିଲ୍ଳୀ ମେଜର ଧ୍ୟାନଚାନ୍ଦ ନେସନାଲ ଷ୍ଟାଡିୟମ୍‌ରେ ଆୟୋଜନ ହେବ ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ସମସ୍ତ ଆଥଲେଟଙ୍କୁ ସମ୍ବୋଧିତ କରିବେ । ଚଳିତ ବର୍ଷ ଏସିଆନଗେମ୍ସରେ ଚମକାôର ପ୍ରଦର୍ଶନ କରିଛି ଭାରତ । ୧୮ଟି ସ୍ୱର୍ଣ୍ଣ, ୩୮ଟି ରୌପ୍ୟ, ୪୧ଟି ବ୍ରୋଞ୍ଜ ସହ ମୋଟ ୧୦୭ଟି ପଦକ ଜିତିଛି ଭାରତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ