Masthead

ଭର୍ତ୍ତୃହରିଙ୍କୁ ଉପବାଚସ୍ପତି କରିବାକୁ ଚାହୁଁଥିଲେ ପ୍ରଧାନମନ୍ତ୍ରୀ : ଜୟନାରାୟଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭର୍ତ୍ତୃହରିଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା ପରେ ବିରୋଧୀ ଦଳ ନେତା ମଧ୍ୟ ଭର୍ତ୍ତୃହରିଙ୍କୁ ପ୍ରଶଂସା କରିଛନ୍ତି । ଭର୍ତ୍ତୃହରି ଜଣେ ଦକ୍ଷ ନେତା, ଲୋକସଭାରେ ପରଫୋମାନ୍ସ ତାଙ୍କୁ ସଂସଦରେ ଉପ ବାଚସ୍ପତି କରିବାକୁ ପ୍ରଧାନମନ୍ତ୍ରୀ ମୋଦି ଚାହୁଁଥିଲେ । ତାଙ୍କ ଦଳରୁ ତାଙ୍କୁ ବିରୋଧ କରାଗଲା ତେଣୁ ସେ ପଦ ପାଇଲେ ନାହିଁ । ଶାସନ କ୍ଷମତାରେ ଅଛନ୍ତି ସେମାନେ ହିଁ କୌରବ । କୌରବମାନେ ଯେମିତି ଅତ୍ୟଧିକ ଗର୍ବ ଏବଂ ଅହଂକାର ପାଇଁ ବୁଡି ଗଲେ ଏମାନେ ବି ଯେଉଁ ଅହଂ ଭାବ ଦେଖାଉଛନ୍ତି ଏମାନେ ବି ବୁଡି ଯିବେ । ଥରେ ବୁଡି ଗଲେ ଧ୍ବଂସ ପାଇଯିବେ ।

ଆମେ ପାଣ୍ଡଵ କି କଣ ଆମେ ଜାଣି ନାହୁଁ, କିନ୍ତୁ ଆମେ ଧର୍ମ ମାର୍ଗରେ ଅଛୁ ।ଧର୍ମକୁ ସାକ୍ଷୀ ରଖି ସବୁ କାମ କରୁଛୁ । ଧର୍ମରେ ଥିବାରୁ ଆମର କିଛି ଅସୁବିଧା ହେବନି । ସକୁନି ତାର ଲକ୍ଷ ପ୍ରାପ୍ତି ଲାଗି କାମ କରୁଥିଲା । କୌରବ ବଂଶ ଧ୍ବଂସ କରିବା ଲାଗି କାମ କରୁଥିଲା । ଆମେ ମହାଭାରତରୁ ପଡ଼ିଛୁ । କିଏ ସକୁନି, କିଏ ପାଣ୍ଡଵ ଏବଂ କିଏ କୌରବ ଆଗାମୀ ଦିନରେ ଜଣାପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି